Get Even More Visitors To Your Blog, Upgrade To A Business Listing >>

Odia Rasiphala Sunday 8th Dec 2019

ଶ୍ରୀଚନ୍ଦ୍ର ଭୋଗ ହେତୁ ରୋଜଗାର ଊଣା ହେବ ନାହିଁ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ଯୁଦ୍ଧ ବା ମୋକଦ୍ଦମାରେ ବିଜୟୀ ହେବା ସହ ଧନଲାଭ ହେବ । ଧନସମ୍ପଦ ବୃଦ୍ଧି ହେବ ।
ରାଜନୀତି ଆଡକୁ ମନ ବଳାଇ ପାରନ୍ତି । କାର୍ଯ୍ୟରେ ବାଧା ଉପୁଜିପାରେ । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫଜନିତ ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଜ୍ଞାନ ଗରିମାଯୁକ୍ତ ହେବେ । ସାହସୀ ହେବେ । ଗୁପ୍ତ ବିଦ୍ୟାରେ ରୁଚି ରହିବ ।
ଉଚ୍ଚଆଶା ଫଳବତୀ ହେବ । ରୋଜଗାର ଅଶାନୁରୂପ ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ମଧୁରଭାଷୀ ହୋଇପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ । ।
ଆକସ୍ମିକ ଭାବେ ଧନ ପ୍ରାପ୍ତିର ସୁଯୋଗ ଅଛି । ପରିଶ୍ରମର ମୂଲ୍ୟାଙ୍କନ ହେବ । ନିଜ ବଂଶର ମୁଖପାତ୍ର ହୋଇପାରନ୍ତି । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରରହିବେ । ଦୟାଳୁ ହେବେ । ବ୍ୟବସାୟରୁ ଲାଭ ମିଳିବ । ଯଶସ୍ୱୀ ହେବେ ।
କର୍ମକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟ ଲାଭଜନକ ହେବ । ଭାଗ୍ୟଶାଳୀ ହେବେ । ଦିନଟି ଭୋଗବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ ।
ଗୃହ ଉପକରଣ ସଂଗ୍ରହ କରିପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଭାଗୁଆଳି ବ୍ୟବସାୟ ଲାଭଜନକ ହେବ । ଈର୍ଷା ପରାୟଣ ହୋଇପାରନ୍ତି । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ ।
କାର୍ଯ୍ୟକ୍ଷେତ୍ରରେ ଢ଼େର ଉନ୍ନତି ଘଟିବ । ସୁଖ-ଦୁଃଖରେ ବନ୍ଧୁ ସହାୟତା ପାଇବେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ମନ, ପ୍ରାଣ ଢ଼ାଳି ଦେଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ସହାୟତା ଓ ପରାମର୍ଶରେ ଆଗକୁ ବଢ଼ିବେ ।
ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜିପାରେ । ଭାଇମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳବାନ୍ ହେବେ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ ।
ନୂତନ ଜମି କ୍ରୟ କରିବାର ସୁଯୋଗ ଅଛି । ବେଳେ ବେଳେ ଉଦାସ ମନୋଭାବ ପୋଷଣ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ ।
ଯେକୌଣସି ପରୀକ୍ଷାର ସମ୍ମୁଖୀନ ହେଲେ ବି; ସେଥିରେ ସଫଳତା ଲାଭ କରିବେ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନ-ଧର୍ମରେ ଦୀକ୍ଷିତ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସ୍ୱାସ୍ଥ୍ୟ ଅତୁଟ ରହିବ । କୃଷିକର୍ମକାରୀ ହେବେ ।
ସାମୁହିକ କାର୍ଯ୍ୟରେ ଆଗେଇବେ । ସମ୍ମାନିତ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି । ମଧୁରଭାଷା ବ୍ୟବହାର କରି ଅନୁସରଣକାରୀଙ୍କୁ ଉତ୍ସାହିତ କରିବେ । ପ୍ରେମୀ ଓ ସାହସୀ ହେବେ । ସାନ ଭାଇଙ୍କଠାରୁ ଆଦର ମିଳିବ ।
ଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ଏକ ପତ୍ନୀ ବ୍ରତଧାରୀ ହେବେ । ମିତ୍ର ସୁଖ ଲାଭ କରିପାରନ୍ତି । ବ୍ୟବସାୟରୁ ଅଧିକ ଧନଲାଭ ହେବ । ସୁଖୀ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

The post Odia Rasiphala Sunday 8th Dec 2019 appeared first on OdiaWeb- Odia Film, Music, Songs, Videos, SMS, Shayari, Tourism, News.



This post first appeared on OdiaWeb - Odisha News, Odia Calendar, Tourism, Odisha Jobs, Recipes, Sms, please read the originial post: here

Share the post

Odia Rasiphala Sunday 8th Dec 2019

×

Subscribe to Odiaweb - Odisha News, Odia Calendar, Tourism, Odisha Jobs, Recipes, Sms

Get updates delivered right to your inbox!

Thank you for your subscription

×