Get Even More Visitors To Your Blog, Upgrade To A Business Listing >>

Odia Rasiphala Sunday 18th Oct 2020

ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସେବା କାର୍ଯ୍ୟ ପାଇଁ ଆଗ୍ରହୀ ହେବେ । ଶାନ୍ତି ଓ ତି ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହେବେ ।
ଶତ୍ରୁର ଅଭ୍ୟୁଦୟ ମୁଣ୍ଡ ବ୍ୟଥାର କାରଣ ହୋଇପାରେ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ସ୍ନେହୀ ଭାଇମାନଙ୍କ ସହଯୋଗ ପାଇ ଶତ୍ରୁକୁ ପରାଜିତ କରିବାରେ ସକ୍ଷମ ହେବେ । ସୁସ୍ଥ ରହିବେ ।
ନିଜ କାର୍ଯ୍ୟ ସନ୍ତୋଷଜନକ ହେବ । ପଠନ ଲିଖନ ଉପରେ ଧ୍ୟାନ ଦେବେ । କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ ।
ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । କୃଷିକାର୍ଯ୍ୟରେ ତତ୍ପର ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଯଶସ୍ୱୀ ଓ କୀର୍ତ୍ତିମାନ୍ ହେବେ ।
କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଧର୍ମ ପରାୟଣ ହେବେ । ପ୍ରିୟଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର ମିଳିବ । କୃତୀ ପ୍ରତିଯୋଗୀ ଭାବେ ପୁରସ୍କୃତ ହେବେ ।
ପରମ ଭାଗ୍ୟଶାଳୀ ହେବେ । ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ଦାମ୍ପତ୍ୟ ସୁଖ ମିଳିବ । ବିଭିନ୍ନ ଦିଗରୁ ଧନାଗମ ହେବ । ବିଦ୍ୟାପ୍ରେମୀ ହେବେ । କାବ୍ୟ ଶାସ୍ତ୍ର ପ୍ରତି ଅନୁରକ୍ତି ରହିବ । ସାମାଜିକ ବ୍ୟବସ୍ଥା ଦୃଢ଼ ରହିବ ।
ସୁଖ ସନ୍ତୋଷ ଲାଭ କରିପାରନ୍ତି । ରୋଜଗାର ଅଧିକ ହେବ । ଭୋଜନ ତୃପ୍ତିଦାୟକ ହେବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭର ସୂଚନା ମିଳୁଛି । ସ୍ୱାସ୍ଥ୍ୟବାନ୍ ହେବେ ।
ଚଞ୍ଚଳ ପ୍ରକୃତିର ହେବେ । ସାମାନ୍ୟ ଚକ୍ଷୁ ଯନ୍ତ୍ରଣା ଉପୁଜି ପାରେ । ସରଳ ଓ ମନଭୁଲା କଥା କହି ପରକୁ ଆପଣାର କରିବାରେ ସକ୍ଷମ ହୋଇପାରନ୍ତି । ଖର୍ଚ୍ଚାନ୍ତ ଯୋଗ ଅଛି । ନୀତିନିଷ୍ଠ ହେବେ । ଧାର୍ମିକ ସ୍ୱଭାବର ହୋଇପାରନ୍ତି ।
ଯାତ୍ରା ଫଳଦାୟକ ହେବ । ମନ ପ୍ରସନ୍ନ ରହିବ । କର୍ମଚଞ୍ଚଳ ରହିବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଗୃହ ଓ ଯାନବାହନ ସୁଖ ମିଳିବ ।
କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସିତ ହୋଇପାରନ୍ତି । ବଂଶ ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ପରୋପକାରୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ବିଦ୍ୱାନ୍ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ । ସାହସୀ ହେବେ । ପାରିବାରିକ ସୁଖ ମିଳିବ । କର୍ମଠ ହୋଇପାରନ୍ତି ।
ଶୁଭକାର୍ଯ୍ୟରେ ଅଗ୍ରଣୀ ଭୂମିକା ଗ୍ରହଣ କରିପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଅଷ୍ଟମଚନ୍ଦ୍ର ଭୋଗ ହେଉ ଥିବାରୁ ଉଚ୍ଚସ୍ଥାନ ଆରୋହଣ ଓ ଜଳଯାତ୍ରା ମନା ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2020

The post Odia Rasiphala Sunday 18th Oct 2020 appeared first on OdiaWeb- Odia Film, Music, Songs, Videos, SMS, Shayari, Tourism, News.



This post first appeared on OdiaWeb - Odisha News, Odia Calendar, Tourism, Odisha Jobs, Recipes, Sms, please read the originial post: here

Share the post

Odia Rasiphala Sunday 18th Oct 2020

×

Subscribe to Odiaweb - Odisha News, Odia Calendar, Tourism, Odisha Jobs, Recipes, Sms

Get updates delivered right to your inbox!

Thank you for your subscription

×