Get Even More Visitors To Your Blog, Upgrade To A Business Listing >>

Odia Rashiphala Friday 16th September 2022

ବୁଲିବାରେ ଅଧିକ ସମୟ ବ୍ୟୟ କରିବେ ବାଲ୍ୟ ବନ୍ଧୁ ସହିତ ଦେଖା ହୋଇପାରେ। ନୂଆ କାର୍ଯ୍ୟରେ ଆଗ୍ରହ ବଢ଼ିବ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ।
କୌଣସି ବ୍ୟକ୍ତିଙ୍କ ମାଧ୍ୟମରେ ଆପଣଙ୍କୁ ଅଶାଠୁଁ ଅଧିକ ଲାଭ ହେବ। କର୍ମଜୀବୀ ମହିଳା ନୂଆ କୌଶଳ ଶିଖିବେ। ବନ୍ଧୁ ତାଲିକାରେ ଭଲ ଲୋକ ଯୋଡ଼ିବେ ଛାତ୍ରଙ୍କୁ ସୁସମ୍ବାଦ ମିଳିବ।
ବିଶେଷ କାର୍ଯ୍ୟ ଶୀଘ୍ର ସମାପ୍ତ କରିଦେବେ। ଅଫିସରେ ପଦୋନ୍ନତିର ଆଭାସ ପାଇବେ। ବ୍ୟବସାୟରେ ଧନଲାଭ ହେବ। ବିଦ୍ୟାର୍ଥୀଙ୍କୁ ପରିଶ୍ରମର ସୁଫଳ ମିଳିବ।
ଅଧୁରା ଥିବା କାମ ପୂରା କରିପାରିବେ ଅଫିସରେ ବରିଷ୍ଠ ଅଧିକାରୀଙ୍କ ସହିତ ଘନିଷ୍ଠତା ବଢ଼ିବ। ଦାମ୍ପତ୍ୟ ଜୀବନରେ ଖୁସି ରହିବେ। ଅଚାନକ ଖର୍ଚ୍ଚ ବଢିପାରେ।
ଆପଣ ଭାବିଥିବା କାମ ପୂରା କରିବେ। ଉପରିସ୍ଥ କର୍ମଚାରୀ ଆପଣଙ୍କ କାମ ଦେଖି ଖୁସି ହେବ। ପିଲାମାନଙ୍କ ଲାଗି ଦରକାରୀ ଜିନିଷ କିଣିବେ।
ଯେକୌଣସି କାମ କରିବା ସମୟରେ ମନକୁ ଶାନ୍ତ ରଖନ୍ତୁ ପରିଶ୍ରମର ସଂପୂର୍ଣ ଫଳ ଆପଣଙ୍କୁ ମିଳି ନ ପାରେ। ମହିଳାମାନଙ୍କୁ ପରିବାରର ପୂରା ସହଯୋଗ ମିଳିବ।
ଦିନଟି ପୂର୍ବ ଅପେକ୍ଷା ଭଲ ରହିବ। ଧନଲାଭର ଯୋଗ ରହିଛି। ଆପଣଙ୍କ ମନ ପସନ୍ଦ କଂପାନିରୁ ସାକ୍ଷାତକାର ଲାଗି ଡାକରା ଆସିବ। ପ୍ରେମିକ ସହିତ ସମ୍ବନ୍ଧ ଭଲ ରହିବ।
ସନ୍ତାନ ଆପଣଙ୍କୁ ଭଲ ସମାଚାର ଦେବେ ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ଆର୍ଥିକ ମାମଲାରେ ଆପଣଙ୍କୁ ବହୁତ ଲାଭ ହେବ। ଛାତ୍ରଙ୍କ ଲାଗି ଦିନଟି ଭଲ।
ପୂର୍ବ କଥାକୁ ନେଇ ମନସ୍ତାପରେ ରହିବେ। ଖର୍ଚ୍ଚ ବଢ଼ିବା ହେତୁ ଚିନ୍ତିତ ହୋଇପାରନ୍ତି ନୂଆ କାମ ଆରମ୍ଭ କରିବାରୁ ନିବୃତ୍ତ ରୁହନ୍ତୁ। ବନ୍ଧୁ ସହିତ ମତଭେଦ ହୋଇପାରେ।
ଅନ୍ତରଙ୍ଗ ବନ୍ଧୁ ସହିତ ଦେଖାହେବା ଯୋଗୁଁ ମନ ଖୁସି ହୋଇଯିବ। ସରକାରୀ ଚାକିରିଆ ଭଲ ଖବର ପାଇବେ। ଜୀବନସାଥୀଙ୍କ ସହିତ ସମୁନ୍ଧରେ ମଧୁରତା ବଢ଼ିବ।
ସାମାଜିକ କାର୍ଯ୍ୟରେ ଯୋଗ ଦେବାର ସୁଯୋଗ ମିଳିପାରେ। ନିଜ କାମରେ ଅଧିକ ଖର୍ଚ୍ଚ କରିପାରନ୍ତି। ସାଥିରେ କାମ କରୁଥିବା ଲୋକେ ଆପଣଙ୍କ ଉପରେ ଖୁସି ରହିବେ।
ଆୟରେ ବୃଦ୍ଧି ହେବ। ପାରିବାରିକ ଦାୟିତ୍ୱ ସଂପୂର୍ଣ କରିପାରିବେ। ନୂଆ ଲୋକଙ୍କ ସହିତ ବନ୍ଧୁତା ସ୍ତାପନ ହେବ। ପ୍ରତିଯୋଗିତା ମୂଳକ ପରୀକ୍ଷାର୍ଥୀଙ୍କ ଲାଗି ଦିନଟି ଭଲ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022



This post first appeared on OdiaWeb - Odisha News, Odia Calendar, Tourism, Odisha Jobs, Recipes, Sms, please read the originial post: here

Share the post

Odia Rashiphala Friday 16th September 2022

×

Subscribe to Odiaweb - Odisha News, Odia Calendar, Tourism, Odisha Jobs, Recipes, Sms

Get updates delivered right to your inbox!

Thank you for your subscription

×